ରାଜ୍ୟର ୩୦ ଟି ଯାକ ଜିଲ୍ଲା ପାଇଁ ବିଜେଡି ପକ୍ଷରୁ ନୂଆ ପର୍ଯ୍ୟବେକ୍ଷକଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଛନ୍ତି। ଏହି ନୂଆ ତାଲିକାକୁ ଜାରିକରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ୪ ଜିଲ୍ଲାର ଦାୟିତ୍ବ ଥିବାବେଳେ ପର୍ଯ୍ୟବେକ୍ଷକ ତାଲିକାରେ ସାମିଲ ଅଛନ୍ତି ୯ ମନ୍ତ୍ରୀ |
ଅନୁଗୁଳ- ପ୍ରଣବ ପ୍ରକାଶ ଦାସ
ବାଲେଶ୍ୱର- ପ୍ରତାପ କେଶରୀ ଦେବ
ବରଗଡ଼ – ସୁଧିର କୁମାର ସାମଲ
ଭଦ୍ରକ- ପ୍ରତାପ ଜେନା
ବଲାଙ୍ଗୀର- ସୁଶାନ୍ତ ସିଂହ
ଦେବଗଡ଼- ଅମରେଶ ଜେନା
କଟକ- ପ୍ରଫୁଳ ମଲ୍ଲୀକ
ଢେଙ୍କାନଳ- ପ୍ରଣବ ପ୍ରକାଶ ଦାସ
ଗଜପତି ଓ ରାୟଗଡ଼ା – ଅତନୁ ସବ୍ୟସାଚୀ ନାୟକ
ଜଗତସିଂହପୁର- ଅରୁଣ କୁମାର ସାହୁ
କନ୍ଧମାଳ- ବିଜୟ ନାୟକ
କେନ୍ଦ୍ରାପଡ଼ା- ପ୍ରମିଳା ମଲ୍ଳିକ
କେନ୍ଦୁଝର- ପ୍ରଣବ ପ୍ରକାଶ ଦାସ
ଖୋର୍ଦ୍ଧା- ରବୀନ୍ଦ୍ର କୁମାର ଜେନା
କୋରାପୁଟ ଓ ମାଲକାନଗିରି -ଦିବ୍ୟଶଙ୍କର ମିଶ୍ର
ନବରଙ୍ଗପୁର- ଈଶ୍ବର ପାଣିଗ୍ରାହୀ
ନୟାଗଡ଼-ପଦ୍ମନାଭ ବେହେରା
ନୂଆପଡ଼ା- ସ୍ନେହାଙ୍ଗୀନି ଛୁରିଆ
ପୁରୀ-ରଣେନ୍ଦ୍ର ପ୍ରତାପ ସ୍ୱାଇଁ
ସମ୍ୱଲପୁର- ପ୍ରଣବ ପ୍ରକାଶ ଦାସ
ସୁନ୍ଦରଗଡ଼- ପ୍ରୀତିରଞ୍ଜନ ଘଡ଼ାଇ
କଳାହାଣ୍ଡି – ପ୍ରଣବ ବଳବନ୍ତ ରାୟ
ଗଞ୍ଜାମ- ପ୍ରଦୀପ କୁମାର ଅମାତ
ବୌଦ୍ଧ- ସୌଭାଗ୍ୟ ନାୟକ
ଯାଜପୁର- ଅଶୋକ ଚନ୍ଦ୍ର ପଣ୍ଡା
ଝାରସୁଗୁଡ଼ା- ସାରଦା ପ୍ରସାଦ ନାୟକ
ମୟୂରଭଞ୍ଜ – ପ୍ରଶାନ୍ତ ମୁଦୁଲି
ସୁବର୍ଣ୍ଣପୁର- ଦେବେଶ ଆଚାର୍ଯ୍ୟ