କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ପକ୍ଷରୁ ପୁଣି ଥରେ ବୃଦ୍ଧି ପାଇଛି ପାନ-ଆଧାର ଲିଙ୍କ୍ କରିବାର ସମୟସୀମା । ଏହି ସମୟସୀମାକୁ ଆସନ୍ତା ଜୁନ୍ ମାସ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଟିକସଦାତାଙ୍କୁ କିଛି ଆଶ୍ୱସ୍ତି ଦେବା ପାଇଁ ସମୟସୀମା ବୃଦ୍ଧି କରାଯାଇଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛିି ।
ଅଧିକ ପଢନ୍ତୁ