Home Breaking News କାଳ ବୈଶାଖୀ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

କାଳ ବୈଶାଖୀ ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ

by Admin
0 comment

ଓଡିଶାରେ ଟ୍ରପଲାଇନ୍ ପ୍ରଭାବରେ ସାରା ରାଜ୍ୟରେ ଦିନରେ ତାତି ବଢିବା ସହିତ, ଅପରାହ୍ନରେ ଘଡଘଡି ସହ ପ୍ରବଳ ବର୍ଷା ଓ ପବନ ହେଉଛି । ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ପାଗ ଜାରି ରହିବ ।

ଅଧିକ ପଢନ୍ତୁ

ସୂଚନାନୁସାରେ ଆଜି ପାଇଁ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡିଶାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ରାଜ୍ୟର ୧୭ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଆଦି ଜିଲ୍ଲାରେ ଅପରାହ୍ନ ସମୟରେ ପ୍ରବଳ ବର୍ଷାର ସମ୍ଭାବନା ଅଛି । ଆସନ୍ତାକଲାି ପାଇଁ ଉତ୍ତର, ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ୧୩ ଜିଲ୍ଲା ପାଇଁ ଆଲର୍ଟ ଜାରି କରାଯାଇଛି ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc