ରାଜ୍ୟର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ସକାଳ ୭ଟାରୁ ୧୦ଟା ଯାଏ ଖୋଲା ରହିବ । ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଆଜି ନିର୍ଦ୍ଦେଶନାମା ଜାରି କରାଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗର କହିବା ମୁତାବକ, ଅଙ୍ଗନବାଡି କେନ୍ଦ୍ର ସଂଶୋଧିତ ସମୟ ସାରଣୀ ଅନୁସାରେ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ।
