Home Breaking News ଛତିଶଗଡ଼ରେ ନକ୍ସଲିଙ୍କ ଆଇଇଡି ବିସ୍ଫୋରଣ, ୧୧ ଯବାନ ସହିଦ

ଛତିଶଗଡ଼ରେ ନକ୍ସଲିଙ୍କ ଆଇଇଡି ବିସ୍ଫୋରଣ, ୧୧ ଯବାନ ସହିଦ

by Admin
0 comment

ଛତିଶଗଡର ଦନ୍ତେୱାଡାରେ ବଡ ଧରଣର ନକ୍ସଲ ଆକ୍ରମଣ । ଆକ୍ରମଣରେ ସହିଦ ହୋଇଛନ୍ତି ୧୧ ଯବାନ । ୧୧ ସହିଦଙ୍କ ମଧ୍ୟରେ ଅଛନ୍ତି ୧୦ ଡିଆରଜି ଯବାନ ଓ ଜଣେ ଡ୍ରାଇଭର ।

ଦନ୍ତେୱାଡା ଜିଲ୍ଲା ଅରଣପୁରରେ ହୋଇଥିଲା ଭୟଙ୍କର ଆଇଡି ବିସ୍ଫୋରଣ । ଏହି ବିସ୍ଫୋରଣରେ ୧୧ ଯବାନ ସହିଦ ହୋଇଥିଲେ । ଭୟଙ୍କର ବିସ୍ଫୋରଣରେ ଯବାନଙ୍କ ଗାଡି ଉଡ଼ି ଯାଇଛି|

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc