Home Breaking News ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

by Admin
0 comment

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ କାଲି ଦିନ ୧୧ ଟାରେ ଯୁକ୍ତଦୁଇ ବାଣିଜ୍ୟ ଏବଂ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ । ଏ ବର୍ଷ ରାଜ୍ୟର ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୩୩ହଜାର ୮୫୫ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୯୩ହଜାର ୮୯୪ଜଣ, ବାଣିଜ୍ୟରେ ୨୪ହଜାର ୩୧୧ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୨୨ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc