ନୂଆଦିଲ୍ଲୀ :ମହାରାଷ୍ଟ୍ରର ବୁଲଧନାରେ ଘଟିଛି ମର୍ମନ୍ତୁଦ ଏକ ବସ୍ ଦୁର୍ଘଟଣା l ତେବେ ଏହି ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ବୁଲଧନାରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ପିଏମଏନଆରଏଫ୍ ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କା କରି ଘୋଷଣା କରିଛନ୍ତି ।
