Home ASTROLOGY ଏହି ରାଶିର ବ୍ୟକ୍ତି ମାନେ ଆଜି ହୋଇଯାଆନ୍ତୁ ସାବଧାନ !

ଏହି ରାଶିର ବ୍ୟକ୍ତି ମାନେ ଆଜି ହୋଇଯାଆନ୍ତୁ ସାବଧାନ !

by Admin
0 comment

【ଆଜି ର ରାଶି ଫଳ】
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐏ମେଷ👉ସାରାଦିନ କାର୍ଯ୍ୟରତ ରହିବେ। ସକଳ ଗୁଣର ଆଧାର ହେବେ। ସୁଖରେ ଦିନଟି ବିତିବ। କାବ୍ୟ ଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ବିନୀତ ସ୍ୱଭାବର ହେବେ। ମନ୍ତ୍ରଣା ଶକ୍ତିଯୁକ୍ତ ହେବେ। ପତ୍ନୀଙ୍କ ଧନରେ ସୁଖୀ ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐮ବୃଷ👉ଅର୍ଥ ପ୍ରାପ୍ତି ପାଇଁ ଆଶାବାଦୀ ହେବେ। ବିତ୍ତ ପ୍ରାପ୍ତିର ସୂଚନା ମିଳୁଛି। ବିଳାସ-ବ୍ୟସନ ଠାରୁ ଦୂରେଇ ରହିବେ। ଅଧିକ ସୁଖଭୋଗ କରିପାରନ୍ତି। ଶ୍ରେଷ୍ଠ ପଦ-ପଦବୀରେ ଆରୁଢ଼ ହେବେ। ଜନସାଧାରଣ ଓ ବିଭାଗର ପ୍ରିୟପାତ୍ର ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
👩‍❤️‍👨ମିଥୁନ👉ପରିଶ୍ରମର ଉଚିତ ମୂଲ୍ୟ ମିଳିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ। ଧନବାନ ହେବେ। ଗୁଣଜ୍ଞ ହୋଇପାରନ୍ତି। ଉପାର୍ଜନ ଯଥେଷ୍ଟ ପରିମାଣର ହେବ। ବିନୀତ ସ୍ୱଭାବର ହୋଇପାରନ୍ତି। ଚେତନଶୀଳ ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦀କର୍କଟ👉 ସଙ୍କଟରେ ପଡିଲେ ବି ମୁକାବିଲା କରି କୃତକାର୍ଯ୍ୟ ହେବେ। ଏ ନେଇ ଅଧିକ ବ୍ୟୟ ହୋଇପାରେ। ଧର୍ମପ୍ରିୟ ହେବେ। ହାସ୍ୟଯୁକ୍ତ ହେବେ। ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି। ଶିଳ୍ପ ପାରଦର୍ଶୀ ଓ ଚଞ୍ଚଳ ଚେଷ୍ଟିତ ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦁ସିଂହ👉ଗୁରୁଜନ ତଥା ପିତା, ମାତାଙ୍କ ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି। କର୍ମ ଚଞ୍ଚଳ ରହିବେ। ମନୋଜ୍ଞ ହେବେ। ବିଚକ୍ଷଣ ବୁଦ୍ଧିଯୁକ୍ତ ହେବେ। ସମୃଦ୍ଧିର ସୋପାନ ଉଠିପାରନ୍ତି। ବହୁ ମିତ୍ର ଓ ସୌହୃଦଙ୍କ ସାନ୍ନିଧ୍ୟ ମିଳିବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🙎‍♀️କନ୍ୟା👉ଦୂରବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। କର୍ମ ଚଞ୍ଚଳ ରହିବେ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ପ୍ରଦୂଷଣ ମୁକ୍ତ ଗୃହରେ ବସତି ସ୍ଥାପନ କରିବେ। କୀର୍ତ୍ତି, ମର୍ତ୍ତି, ସତ୍ତ୍ୱ, ସନ୍ତୋଷ ଓ ଉତ୍ତମ ଗୁଣର ଆଧାର ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
⚖️ତୁଳା👉ଜିତେନ୍ଦ୍ରିୟ ହୋଇପାରନ୍ତି। ବହୁ ସୁଖ ଭୋଗ କରିବେ। ଧାର୍ମିକ ପ୍ରବର ହୋଇପାରନ୍ତି। ସରକାରଙ୍କ ପ୍ରିୟପାତ୍ର ହେବେ। ନିଜ ବନ୍ଧୁବାନ୍ଧବଙ୍କ ସେବାରେ ନିୟୋଜିତ ହୋଇପାରନ୍ତି। ପୁତ୍ର ସୁଖ ମିଳିବ। ବ୍ୟକ୍ତି ବିଶେଷରେ ପରିଗଣିତ ହେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🦂ବିଛା👉କର୍ମକ୍ଷେତ୍ରରେ ମତାନ୍ତର ଘଟିପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। କୃଷିକ୍ଷେତ୍ରରୁ ଲାଭ ମିଳିବ। ବିଳାସ-ବ୍ୟସନ କରିବେ। ଶତ୍ରୁ ବିନାଶ କରିବାରେ ସିଦ୍ଧହସ୍ତ ହେବେ। ଧନଭୋଗ ସହିତ ଐଶ୍ୱର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି|
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🏹ଧନୁ👉ବହୁ ଶୁଭଫଳ ପ୍ରାପ୍ତିର ସୂଚନା ମିଳୁଛି। ମିତ୍ର ଲାଭ ହେବ। ସୁବର୍ଣ୍ଣାଦିଯୁକ୍ତ ହୋଇପାରନ୍ତି। ସନ୍‍ମାର୍ଗୀ ହେବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବନ୍ଧୁବର୍ଗ ଓ ପ୍ରିୟ ଜନଙ୍କ ସହାୟତା ପାଇବେ। ଅବିବାହିତମାନଙ୍କୁ ମନୋରମା କନ୍ୟା ମିଳିବ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐊ମକର👉ଅଟକି ଥିବା କାର୍ଯ୍ୟ ଆଗେଇବେ। ବନ୍ଧୁ ସୁଖ ପାଇ ଉତ୍‍ଫୁଲ୍ଲିତ ହେବେ। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ତତ୍ପରତା ଧିମେଇ ଯାଇପାରେ। ବହୁଧନର ଅଧିକାରୀ ହୋଇପାରନ୍ତି। ଉତ୍ତମ ବଂଶରୁ କନ୍ୟା ଲାଭ ହୋଇପାରେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🏺କୁମ୍ଭ👉 ଦେବ-ଗୁର-ଗୁରୁଜନଙ୍କୁ ଭକ୍ତି କରିବେ। ଗରିମାମୟ ଜୀବନ ଯାପନ କରିବେ। ତେଜିୟାନ୍‍ ହେବେ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହେବେ। ନାନା ସୁନ୍ଦର ବସ୍ତୁ ଲାଭର ସୁଯୋଗ ସୃଷ୍ଟି ହୋଇଛି। ନିଜ ବୁଦ୍ଧିବଳରେ ସମସ୍ତଙ୍କୁ ପରାମର୍ଶ ଦେବେ।
᯽⊱▬▬▬❊⊰❀▬▬❀⊱❊▬▬▬⊰᯽
🐟ମୀନ👉ଠାକୁର ଆଶୀର୍ବାଦ ପାଇ ଆଶ୍ୱସ୍ତ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ସର୍ବଦା ସତ୍‍ପଥ ଅନୁସରଣ କରିବେ। କଥା-ବାର୍ତ୍ତାରେ ଶାଳୀନତା ରକ୍ଷା କରିବେ। ବିବେକୀ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ। କୃଷି କାର୍ଯ୍ୟରେ ମନଦେବେ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc