Home bastu tips ସକାଳେ ଘରର ମୁଖ୍ୟ କବାଟ ଖୋଲିବା ପରେ କରନ୍ତୁ ଏହି ଛୋଟ କାମ, ଘରକୁ ଆସିବ ସୁଖ ସମୃଦ୍ଧି

ସକାଳେ ଘରର ମୁଖ୍ୟ କବାଟ ଖୋଲିବା ପରେ କରନ୍ତୁ ଏହି ଛୋଟ କାମ, ଘରକୁ ଆସିବ ସୁଖ ସମୃଦ୍ଧି

by Admin
0 comment

ଆମ ଜୀଵନରେ ଶାସ୍ତ୍ରର ଅନେକ ମହତ୍ତ୍ୱ ରହି ଅଛି । ଶାସ୍ତ୍ର ରେ ମନୁଷ୍ୟ ର ସମସ୍ତ ବିଷୟ ସମ୍ପର୍କରେ ସୂଚନା ଦିଆ ଯାଇଥାଏ । ଶାସ୍ତ୍ର ଅନୁସାରେ ବାସ୍ତୁ ଶାସ୍ତ୍ର ଅନୁସାରେ ଘର ତିଆରି କରିବା ଉଚିତ । ଘରେ ସୁଖ ଶାନ୍ତି ରହିବାକୁ ହେଲେ କେତେକ ଉପାୟ କରିବାକୁ ପଡିଥାଏ । ସେହିଭଳି ରହୁଥିବା ଘରର ଦ୍ୱାରର ମୁହଁ ର ମଧ୍ୟ ମହତ୍ୱ ରହିଛି । ଘରର ମୁଖ୍ୟ ଦ୍ୱାର ର ବହୁତ ମହତ୍ୱ ରହିଥାଏ ।

ଯଦି ଘର ର ଦ୍ୱାର ମୁହଁ ବାସ୍ତୁ ଅନୁଯାୟୀ ହୋଇଥାଏ ତେବେ ସେହି ଘରେ ରହୁଥିବା ଲୋକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଠିକ ରହିଥାଏ ଏବଂ ସେହି ଘରେ ରହୁଥିବା ଲୋକଙ୍କ ସୁଖ ସମୃଦ୍ଧି ବଢିଯାଏ । ଶାସ୍ତ୍ର ରେ ମୁଖ୍ୟ ଦ୍ୱାର କୁ ଗ୍ରହ ମାନଙ୍କ ଦ୍ୱାର ବୋଲି ମନାଯାଏ ।

ଭାରତୀୟ ହିନ୍ଦୁ ଶାସ୍ତ୍ର ଅନୁସାରେ ଘରର ଦ୍ୱାର କୁ କଳସ,ଆମ୍ବ ପତ୍ର,ନଡ଼ିଆ ,ଫୁଲ,ଅଶୋକ ଦ୍ଵାରା ସଯାଇବାର ପରମ୍ପରା ରହିଛି । ତେବେ ଆସନ୍ତୁ ଜାଣିବା ଘରର କିଛି ସମସ୍ୟା ଦୂର କରିବା ପାଇଁ ଉପାୟ । ଘର ର ଦ୍ଵାର ମୁହଁରେ ଏହି ଦୁଇଟି ଉପାୟ କରିବା ଦ୍ଵାରା ଘର ର ସମସ୍ୟା ଦୂର ହୋଇଯିବ । ବନ୍ଧୁଗଣ ବାସ୍ତୁ ଶାସ୍ତ୍ର ଅନୁସାରେ ଘର ର ମୁଖ୍ୟ ଦ୍ୱାର ଅନେକ ଗୁଡିଏ ଦୋଷରୁ ଦୂର କରିଥାଏ । ଯଦି ଆପଣ କିଛି ଛୋଟ ବଡ ଅସୁବିଧା କୁ ନେଇକି ଚିନ୍ତିତ ରହୁଛନ୍ତି ତେବେ କିଛି ଉପାୟ କରିବା ଦ୍ୱାରା ତାହା ଦୂର ହୋଇଯିବ ।

ଯେତେବେଳ ଆପଣ ଦ୍ୱାର ମୁହଁ କବାଟ ଖୋଲୁଛନ୍ତି ସେତେବେଳେ କିଛି ଗଙ୍ଗା ଜଳ ଆଣିକି ଛିଞ୍ଚନ୍ତୁ । ଘର ର କବାଟରେ ସ୍ୱସ୍ତିକ ଚିହ୍ନ ମଧ୍ୟ ବନାନ୍ତୁ । ଏହା ଅତ୍ୟନ୍ତ ଶୁଭ ହୋଇଥାଏ । ଏବଂ ସେହି ସ୍ୱସ୍ତିକ ଚିହ୍ନକୁ ହଳଦୀ ଓ ସିନ୍ଦୁର ଦ୍ଵାରା କରନ୍ତୁ । ଏବଂ ବନ୍ଧୁଗଣ ଆପଣ ଏହାକୁ ସୂର୍ଯ୍ୟ ଉଦୟ ପୂର୍ବରୁ ହି କରନ୍ତୁ । ଏହା ଅତ୍ୟନ୍ତ ଶୁଭ ହୋଇଥାଏ । ଘର ର ଦ୍ଵାର ମୁହଁରେ ଅଶୋକ ଓ ଆମ୍ବର ପତ୍ରକୁ ସୂତାରେ ବାନ୍ଧି ଘର ର ଦୁଆର ମୁହଁରେ ଲଗାନ୍ତୁ । ଏହି ସବୁ ଉପାୟ କରିବା ଦ୍ଵାରା ଆପଣଙ୍କ ଘରକୁ କୋୖଣସି ଖରାପ ଶକ୍ତି ପ୍ରଵେଶ କରିପାରିବ ନାହିଁ ।

ଏପରି କରିବା ଦ୍ୱାରା ଆପଣଙ୍କ ର କୌଣସି ସମସ୍ୟା ରହିବ ନାହିଁ । ଆପଣଙ୍କ ଘରେ ସର୍ବଦା ସୁଖ ଶାନ୍ତି ବଜାୟ ରହିବ । କେବେ ମଧ୍ୟ କାହାର କୌଣସି ଅସୁବିଧା କିମ୍ବା ଅଭାବ ରହିବ ନାହିଁ । ଅର୍ଥ ଜନିତ କୌଣସି ସମସ୍ୟା ଦେଖିବାକୁ ମିଳିବ ନାହିଁ ପତି ପତ୍ନୀ ଙ୍କ ମଧ୍ୟ ରେ ସମ୍ପର୍କ ଖୁବ ଭଲ ରହିବ । ଆପଣଙ୍କ ଘର ଉପରେ କୌଣସି କୁ ଦୃଷ୍ଟି ପଡିବ ନାହିଁ । ଯଦି ଆପଣ ଏହି ନିୟମ ଗୁଡିକୁ ମାନି ଚଳିବେ ତେବେ ଆପଣଙ୍କ ଘରେ ଥିବା ସମସ୍ତ ବାସ୍ତୁ ଦୋଷ ର ବିନାଶ ଘଟିବ ।

ଯଦି ଆପଣଙ୍କର ଦ୍ୱାର ସବୁ ବେଳେ ପରିଷ୍କାର ରହିଥାଏ ତେବେ ସେହି ମୁଖ୍ୟ ଦ୍ୱାର ମାଧ୍ୟମ ରେ ଘରକୁ ସମସ୍ତ ପ୍ରକାର ଭଲ ଶକ୍ତି ପ୍ରବେଶ କରିଥାନ୍ତି । ଏହା ଦ୍ୱାରା ଆପଣ ଏବଂ ଆପଣଙ୍କ ପରିବାର ର ସମସ୍ତ ସଦସ୍ୟ ସବୁବେଳେ ଖୁସି ରେ ରହିଥାନ୍ତି । ଘର ର ମୁଖ୍ୟ ଦ୍ୱାର ଉପରେ କେବେ ମଧ୍ୟ କୌଣସି ପ୍ରକାର ବୃକ୍ଷ ର ଛାଇ ପଡିବା ଉଚିତ ନୁହେଁ ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc