
ନିରପେକ୍ଷ(ନୂଆଦିଲ୍ଲୀ) ୧୬।୮:ପୁଣି ନାମ ପରିବର୍ତ୍ତନ କୁ ନେଇ ବିବାଦ । ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ । ନେହେରୁ ମେମୋରିଆଲ ସଂଗ୍ରହାଳୟର ନାମ ପରିବର୍ତ୍ତନକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧି। ତେବେ ଏହି ପ୍ରସଙ୍ଗରେ କଂଗ୍ରେସ ସାଂସଦ ଶଶି ଥରୁର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି।ଥରୁର୍ କହିଛନ୍ତି, ପୂର୍ବ ସମସ୍ତ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକୁ ନିର୍ଦଶନ ଦେବା ପାଇଁ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ନାମିତ କରିବା ପ୍ରଶଂସନୀୟ।
