ନିରପେକ୍ଷ(ଭୁବନେଶ୍ୱର) : ମାତ୍ର ଏଇ କିଛି ଦିନର ଅପ ଡାଉନ ବର୍ଷା ପରେ ଏବେ ପୁଣି ବଢିବ ରାଜ୍ୟ ରେ ବର୍ଷାର ପରିମାଣ । ତେବେ ଆଗାମୀ ୩୧ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ । ତେବେ ଉପାନ୍ତରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ଛେଚିବ ବର୍ଷା ପ୍ରଭାବିତ ହେବ ଉତ୍ତର-ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକ । ଦିନକ ପରେ ରାଜ୍ୟରୁ କମିବ ବର୍ଷା । ଉପାନ୍ତରୁ ଉପକୂଳ ସବୁଠି କମିବ ପ୍ରଭାବ । ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବ ରହିଛି । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାସହ ଘଡଘଡି ବିଜୁଳି ସହ ବର୍ଷା ନେଇ ୨୩ ଟି ଜିଲ୍ଲାକୁ ସତର୍କ କରାଯାଇଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ।
