ନିରପେକ୍ଷ(ଭୁବନେଶ୍ୱର)୧୭/୦୧ : ଜଟଣୀଥାନା ପୁଲିସ ବେଆଇନ ଦେଶୀ ମଦ ବିକ୍ରୟ ଅଭିଯୋଗରେ ପ୍ରଫୁଲ ସୁବୁଦ୍ଧି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ।ସୂଚନାଯୋଗ୍ୟ ଯେ, ବିଶେଷ ସୂତ୍ରରୁ ହସ୍ତଗତ ହୋଇଥିବା ସୂଚନା ଆଧାରରେ ଜଟଣୀ ଥାନାଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସମ୍ପୃକ୍ତ ଥାନାର ଏକ ପାଟ୍ରୋଲିଂ ଟିମ୍ ଥାନା ଅନ୍ତର୍ଗତ ବିଶିଆପଡା ସ୍ଥିତ ସାହାଡା ଛକରେ ଚଢଉ କରିବା ସହ ସର୍ବସାଧାରଣରେ ବେଆଇନ ଦେଶୀ ମଦ ବିକ୍ରୟ କରିବା ସମୟରେ ନିମ୍ନୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ ।
