ନିରପେକ୍ଷ(ଭୁବନେଶ୍ୱର) : ବର୍ତ୍ତମାନ ର ବଡ ଖବର ,ବିଜେଡି ଛାଡିଲେ ଅରବିନ୍ଦ ଢାଲି । ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିରୁ ଇସ୍ତଫା ଦେଇଛନ୍ତି । ନିଜ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପଠାଇଛନ୍ତି ଅରବିନ୍ଦ । ସାଧାରଣ ନିର୍ବାଚନ ପୂର୍ବରୁ ଅରବିନ୍ଦ ବିଜେଡି ଛାଡିଥିବା ବେଳେ ଆସନ୍ତାକାଲି ବିଜେପିରେ ସାମିଲ ହେବେ ବୋଲି କନକ ନ୍ୟୁଜକୁ ସୂଚନା ଦେଇଛନ୍ତି ।
