Home Breaking News ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

by Admin
0 comment

ନିରପେକ୍ଷ(ଭୁବନେଶ୍ୱର) : ବିଜେଡି ଛାଡ଼ିଲେ ଉତ୍ତର ଭୁବନେଶ୍ବରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଦଳରେ ଲଗାତାର ଅବହେଳା ଅଭିଯୋଗ କରି ସେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ଦଳର ସଭାପତିଙ୍କ ପାଖକୁ ପଠାଇଛନ୍ତି। ପ୍ରିୟଦର୍ଶୀ ମିଶ୍ର ୨୦୧୪ରୁ ୨୦୧୯ ଯାଏ ଉତ୍ତର ଭୁବନେଶ୍ବରର ବିଧାୟକ ଥିଲେ। ୨୦୧୯ ପରଠାରୁ ତାଙ୍କୁ ଦଳରେ ଗୁରୁତ୍ୱ ଦିଆଯାଉନଥିଲା। ୨୦୧୯ରେ ଦଳ ଉତ୍ତର ଭୁବନେଶ୍ୱରରୁ ସୁଶାନ୍ତ ରାଉତଙ୍କୁ ଟିିକେଟ୍ ଦେଇଥିଲା । ସେ ହେଉଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟଶାଣୀଙ୍କ ଜାମାତା। ପ୍ରିୟଦର୍ଶୀ ମିଶ୍ର ବିଜେପିରୁ ପ୍ରାର୍ଥୀ ହୋଇପାରନ୍ତି ବୋଲି ମଧ୍ୟ ଗୋଟିଏ ମହଲରେ ଆଲୋଚନା ହେଉଛି ।

You may also like

Latest News

Our Company

The fastest growing digital media company in Odisha is Nirapekshya News, which satisfies the growing demand from people who are constantly on the move for the most recent news from Odisha as well as vital domestic and worldwide information.

@2022 – All Right Reserved. Designed and Developed by Digital Software Inc